Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:20 - ଓଡିଆ ବାଇବେଲ

20 ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ଆମ୍ଭ ଦ୍ଵାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ

20 ଏଣୁ ଆମ୍ଭଦ୍ୱାରା ଯିରୁଶାଲମରୁ ବାବିଲକୁ ତଡ଼ିତ ନିର୍ବାସିତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ।”

Gade chapit la Kopi




ଯିରିମୀୟ 29:20
8 Referans Kwoze  

“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।


ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।


ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।


ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।”


ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,’


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତରେ ସମର୍ପଣ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ବିଚାର ସାଧନ କରିବା।


ଯିହୋୟାଖୀନ୍‍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,


ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


Swiv nou:

Piblisite


Piblisite