Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:22 - ଓଡିଆ ବାଇବେଲ

22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

22 ପୁଣି ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ଲୋକଙ୍କ ଅଭିଶାପ କଥା ଉଦାହରଣ ସ୍ୱରୂପ ପ୍ରଗ୍ଭରିତ ହେବ। ସେହି ଲୋକମାନେ କହିବେ, ‘ବାବିଲର ରାଜା ଯେପରି ସିଦିକିୟ ଓ ଆହାବଙ୍କୁ ଅଗ୍ନିରେ ଦ‌ଗ୍‌ଧ କରିଥିଲେ ସଦାପ୍ରଭୁ ସେମାନଙ୍କୁ ସେହିପରି କରନ୍ତୁ।’

Gade chapit la Kopi




ଯିରିମୀୟ 29:22
7 Referans Kwoze  

ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ ।


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।”


ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।


ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି।


Swiv nou:

Piblisite


Piblisite