Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:30 - ଓଡିଆ ବାଇବେଲ

30 ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

30 ତାହାପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 29:30
3 Referans Kwoze  

ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।


ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,’


ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


Swiv nou:

Piblisite


Piblisite