ଯିରିମୀୟ 3:2 - ଓଡିଆ ବାଇବେଲ2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। Gade chapit laପବିତ୍ର ବାଇବଲ2 “ନିଷ୍ଫଳ ପର୍ବତକୁ ଦେଖ। କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ? ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ। Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।