ଯିରିମୀୟ 3:6 - ଓଡିଆ ବାଇବେଲ6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି। Gade chapit laପବିତ୍ର ବାଇବଲ6 ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି। Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।