Biblia Todo Logo
Bib sou entènèt

- Piblisite -




ଯିରିମୀୟ 31:26 - ଓଡିଆ ବାଇବେଲ

26 ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋ’ ପ୍ରତି ସୁଖଦାୟକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।

Gade chapit la Kopi

ପବିତ୍ର ବାଇବଲ

26 ଏହା ଶୁଣିଲା ଉତ୍ତାରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହୋଇ ଗ୍ଭରିଆଡ଼କୁ ଗ୍ଭହିଁଲି।

Gade chapit la Kopi




ଯିରିମୀୟ 31:26
5 Referans Kwoze  

ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।


ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”


ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


Swiv nou:

Piblisite


Piblisite