ଯିରିମୀୟ 31:40 - ଓଡିଆ ବାଇବେଲ40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ଵଦ୍ଵାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦା କାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ନୋହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।” Gade chapit laପବିତ୍ର ବାଇବଲ40 ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।” Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।”