ଯିରିମୀୟ 31:5 - ଓଡିଆ ବାଇବେଲ5 ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ। Gade chapit laପବିତ୍ର ବାଇବଲ5 ତୁମ୍ଭେ କୃଷକମାନେ ପୁନର୍ବାର ଶମରିୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭେମାନେ ରୋପଣ କରି ତାହାର ଫଳ ଭୋଗ କରିବ। Gade chapit la |