Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:12 - ଓଡିଆ ବାଇବେଲ

12 ପୁଣି, ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।

Gade chapit la Kopi




ଯିରିମୀୟ 32:12
10 Referans Kwoze  

ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।


ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।


ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲ୍‍ର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ ।


ତହୁଁ ଯିରିମୀୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକଙ୍କୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍‍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କ ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।


ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,


Swiv nou:

Piblisite


Piblisite