ଯିରିମୀୟ 32:14 - ଓଡିଆ ବାଇବେଲ14 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’ Gade chapit laପବିତ୍ର ବାଇବଲ (Re-edited) - (BSI)14 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ତ କ୍ରୟପତ୍ର ନେଇ ତାହା ଯେପରି ଅନେକ, ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ। Gade chapit laପବିତ୍ର ବାଇବଲ14 “ସୈନ୍ୟାଧିପତି ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେ ଏହି ଦୁଇଖଣ୍ଡ କ୍ରୟ ଦଲିଲ୍ ନିଅ, ଗୋଟିଏ ମୁଦି ଦିଆଯାଇଥିବା ଓ ଅନ୍ୟଟି ଖୋଲା ଓ ତାହା ଯେପରି ଦୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’ Gade chapit la |