ଯିରିମୀୟ 32:20 - ଓଡିଆ ବାଇବେଲ20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ। Gade chapit laପବିତ୍ର ବାଇବଲ20 ହେ ସଦାପ୍ରଭୁ, ତୁମ୍ଭେ ମିଶରରେ ନାନା ଅଦ୍ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରିଅଛ। ଆଜି ପର୍ଯ୍ୟନ୍ତ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକମାନଙ୍କ ମଧ୍ୟରେ ସେହି ଅଦ୍ଭୂତ ଲକ୍ଷଣ ଦେଖାଉଛ। ପୁଣି ଏହିସବୁ କାର୍ଯ୍ୟ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହୋଇଅଛ। Gade chapit la |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।