ଯିରିମୀୟ 32:24 - ଓଡିଆ ବାଇବେଲ24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ। Gade chapit laପବିତ୍ର ବାଇବଲ24 “ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସେମାନେ ଯେପରି ଶତ୍ରୁ ନଗରକୁ ପରାସ୍ତ କରି ପାରିବେ ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧରେ ଯୁଦ୍ଧ କରୁଥିବା କଲ୍ଦୀୟମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।