ଯିରିମୀୟ 32:4 - ଓଡିଆ ବାଇବେଲ4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ; Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ; Gade chapit laପବିତ୍ର ବାଇବଲ4 ଆଉ ଯିହୁଦାର ରାଜା ସିଦିକିୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖା-ସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’