Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:1 - ଓଡିଆ ବାଇବେଲ

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ

1 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 33:1
6 Referans Kwoze  

ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ’ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”


ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ ।


ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, “ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;


Swiv nou:

Piblisite


Piblisite