Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:19 - ଓଡିଆ ବାଇବେଲ

19 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

19 ଅନନ୍ତର ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 33:19
2 Referans Kwoze  

କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”


“ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;


Swiv nou:

Piblisite


Piblisite