ଯିରିମୀୟ 34:14 - ଓଡିଆ ବାଇବେଲ14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ; ମାତ୍ର ତୁମ୍ଭ-ମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ। Gade chapit laପବିତ୍ର ବାଇବଲ14 ଆମ୍ଭେ ସେମାନଙ୍କୁ କହିଥିଲୁ, ‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବୀକ୍ରିତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାଙ୍କୁ ମୁକ୍ତ କରିବ।’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭର ବାକ୍ୟ ଶୁଣିଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। Gade chapit la |
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।