ଯିରିମୀୟ 34:20 - ଓଡିଆ ବାଇବେଲ20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣ ନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ20 ଆମ୍ଭେ ସେମାନଙ୍କୁ ସେମାନଙ୍କର ଶତ୍ରୁଗଣ ହସ୍ତରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନଙ୍କର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ୟ ପଶୁମାନଙ୍କର ଖାଦ୍ୟ ହେବ। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।