Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:6 - ଓଡିଆ ବାଇବେଲ

6 ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଯିରିମୀୟ ଭବିଷ୍ୟଦ୍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ଯିରୁଶାଲମରେ ଯିହୁଦାର ରାଜା ସିଦିକିୟଙ୍କୁ ଏହିସବୁ କଥା କହିଲେ।

Gade chapit la Kopi




ଯିରିମୀୟ 34:6
10 Referans Kwoze  

ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ ।


ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”


ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


Swiv nou:

Piblisite


Piblisite