ଯିରିମୀୟ 34:8 - ଓଡିଆ ବାଇବେଲ8 ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକି ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ, Gade chapit laପବିତ୍ର ବାଇବଲ (Re-edited) - (BSI)8 ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକି ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ, Gade chapit laପବିତ୍ର ବାଇବଲ8 ସିଦିକିୟ ରାଜା ଯିରୁଶାଲମ ଲୋକମାନଙ୍କ ସହିତ ଏହି ନିୟମ କରିଥିଲେ ଯେ ପ୍ରତ୍ୟେକ ନିଜ ନିଜ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରି ବିଦାୟ ଦେବେ। କେହି ସେମାନଙ୍କୁ ଅର୍ଥାତ୍ ନିଜ ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବେ ନାହିଁ। ସିଦିକିୟ ଏହି ନିୟମ କଲାପରେ ସଦାପ୍ରଭୁଙ୍କ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।