Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:11 - ଓଡିଆ ବାଇବେଲ

11 ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, “ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,” ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ବାବିଲର ରାଜା ନବୂଖଦ୍‍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କଲ୍‍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ,’ ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।”

Gade chapit la Kopi

ପବିତ୍ର ବାଇବଲ

11 ମାତ୍ର ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯେତେବେଳେ ଯିହୁଦା ଆକ୍ରମଣ କଲେ, ସେତେବେଳେ ଆମ୍ଭେମାନେ କହିଲୁ, ‘ଆସ, କ‌‌ଲ୍‌‌ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ଯୋଗୁଁ ଆମ୍ଭେମାନେ ଯିରୁଶାଲମ ଯିବା,’ ଏଣୁ ଆମ୍ଭେମାନେ ଯିରୁଶାଲମରେ ବାସ କରୁଅଛୁ।”

Gade chapit la Kopi




ଯିରିମୀୟ 35:11
8 Referans Kwoze  

ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;


ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


Swiv nou:

Piblisite


Piblisite