ଯିରିମୀୟ 35:16 - ଓଡିଆ ବାଇବେଲ16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି। Gade chapit laପବିତ୍ର ବାଇବଲ16 ରେଖବର ପୁତ୍ର ଯିହୋନାଦବ୍ର ବଂଶଧରଗଣ ସେମାନଙ୍କ ପ୍ରତି ଆବିଷ୍ଟ ହୋଇଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥାରେ ଅବଧାନ କରି ନାହାନ୍ତି।’ Gade chapit la |
ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।