Biblia Todo Logo
Bib sou entènèt

- Piblisite -




ଯିରିମୀୟ 35:8 - ଓଡିଆ ବାଇବେଲ

8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପିତୃପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ର-କନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;

Gade chapit la Kopi

ପବିତ୍ର ବାଇବଲ

8 ତେଣୁ ଆମ୍ଭେମାନେ ରେଖବୀୟ ବଂଶ ଆମ୍ଭ ପୂର୍ବପୁରୁଷ ଯିହୋନାଦବ୍ ଆମ୍ଭମାନଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଓ ଗୃହ ନିର୍ମାଣ ନ କରିବାକୁ ଯେଉଁ ଆଜ୍ଞା ଦେଇଛନ୍ତି ତାହା ପାଳନ କରି ଆସିଅଛୁ। ଆଉ ଆମ୍ଭେମାନେ, ଆମ୍ଭମାନଙ୍କର ସ୍ତ୍ରୀମାନେ ଓ ଆମ୍ଭମାନଙ୍କର ପୁତ୍ରକନ୍ୟାମାନେ କେବେ ଦ୍ରାକ୍ଷାରସ ପାନ କରୁ ନାହୁଁ।

Gade chapit la Kopi




ଯିରିମୀୟ 35:8
7 Referans Kwoze  

ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର ।


ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।


ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।


ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।


ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;


Swiv nou:

Piblisite


Piblisite