Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:16 - ଓଡିଆ ବାଇବେଲ

16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।”

Gade chapit la Kopi

ପବିତ୍ର ବାଇବଲ

16 ସେତେବେଳେ ସେହି ଅଧିପତିଗଣ ସବୁକଥା ଶୁଣି ଭୟଭୀତ ହେଲେ ଓ ପରସ୍ପର ମୁହଁକୁ ଅନାଇଲେ। ସେମାନେ ବାରୂକକୁ କହିଲେ, “ଆମ୍ଭେମାନେ ନିଶ୍ଚିତଭାବରେ ନଳାକାର ପୁସ୍ତକ ଲିଖିତ ଏହିସବୁ ବାକ୍ୟ ରାଜା ଯିହୋୟାକୀ‌‌‌ମ୍‌‌‌ଙ୍କୁ ଜଣାଇବୁ।”

Gade chapit la Kopi




ଯିରିମୀୟ 36:16
7 Referans Kwoze  

ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।


ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।


Swiv nou:

Piblisite


Piblisite