Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:25 - ଓଡିଆ ବାଇବେଲ

25 ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆହୁରି, ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍ନାଥନ୍, ଦଲାୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆହୁରି, ରାଜା ଯେପରି ନଳାକାର ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇଲ୍‍ନାଥନ୍‍, ଦଲୟିୟ ଓ ଗମରୀୟ ତାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

25 ଆଉ ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇ‌‌ଲ୍‌‌ନାଥନ୍, ଦଲାୟ ଓ ଗମରିୟ ତାହାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi




ଯିରିମୀୟ 36:25
11 Referans Kwoze  

ସେ ରାଜଗୃହକୁ ଓହ୍ଲାଇ ଲେଖକର କୋଠରିକୁ ଗଲା; ଆଉ ଦେଖ, ସେ ସ୍ଥାନରେ, ଅଧିପତି ସମସ୍ତେ, ଅର୍ଥାତ୍‍, ଇଲୀଶାମା ଲେଖକ, ଶମୟୀୟର ପୁତ୍ର ଦଲୟିୟ, ଅକବୋରର ପୁତ୍ର ଇଲ୍‍ନାଥନ୍‍, ଶାଫନ୍‍ର ପୁତ୍ର ଗମରୀୟ, ହନାନୀୟର ପୁତ୍ର ସିଦିକୀୟ ଓ ସମସ୍ତ ଅଧିପତି ଉପବିଷ୍ଟ ଥିଲେ।


ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ,” ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”


ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ?


ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;


ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”


ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।


Swiv nou:

Piblisite


Piblisite