ଯିରିମୀୟ 36:7 - ଓଡିଆ ବାଇବେଲ7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ତ କୋପର କଥା କହିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।” Gade chapit laପବିତ୍ର ବାଇବଲ7 ସେମାନେ ହୁଏତ ସଦାପ୍ରଭୁଙ୍କ ସାକ୍ଷାତରେ ନିଜ ନିଜର ବିନତି ଜଣାଇବେ ଓ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ଭୟଙ୍କର କ୍ରୋଧ ଓ ପ୍ରଚଣ୍ଡ କୋପ କଥା କହିଛନ୍ତି।” Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।
ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”