Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:12 - ଓଡିଆ ବାଇବେଲ

12 ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯିରିମୀୟ ଆପଣା ଲୋକମାନଙ୍କ ମଧ୍ୟରେ ଆପଣାର ପ୍ରାପ୍ୟ ଅଂଶ ପାଇବା ନିମନ୍ତେ ବିନ୍ୟାମୀନ୍ ପ୍ରଦେଶକୁ ଯିବା ପାଇଁ ଯିରୂଶାଲମରୁ ବାହାରିଲେ।

Gade chapit la Kopi

ପବିତ୍ର ବାଇବଲ

12 ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ୟ ଅଂଶ ପାଇବା ପାଇଁ ବିନ୍ୟାମୀନ ପ୍ରଦେଶକୁ ଯିବା ନିମନ୍ତେ ଯିରୁଶାଲମରୁ ବାହାରିଲେ।

Gade chapit la Kopi




ଯିରିମୀୟ 37:12
11 Referans Kwoze  

ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।


କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।


ତହିଁରେ ମୁଁ କହିଲି, “ମୋ’ ପରି ଲୋକ କ’ଣ ପଳାଇବ ? ମୋ’ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି ? ମୁଁ ଭିତରକୁ ଯିବି ନାହିଁ।”


ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍‍, ତହିଁର ତଳିଭୂମି ଓ ଅନାଥୋତ୍‍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।


ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କ’ଣ କରୁଅଛ ?”


ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।


କଲ୍‍ଦୀୟମାନଙ୍କର ସୈନ୍ୟ ଯେଉଁ ସମୟରେ ଫାରୋର ସୈନ୍ୟ ଭୟରେ ଯିରୂଶାଲମରୁ ଚାଲି ଯାଇଥିଲେ, ସେସମୟରେ ଏପରି ଘଟିଥିଲା ଯେ,


ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା]


Swiv nou:

Piblisite


Piblisite