ଯିରିମୀୟ 37:18 - ଓଡିଆ ବାଇବେଲ18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି ? Gade chapit laପବିତ୍ର ବାଇବଲ (Re-edited) - (BSI)18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Gade chapit laପବିତ୍ର ବାଇବଲ18 ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? Gade chapit la |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହି ସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରିବେ ନାହିଁ । ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି ।
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।