ଯିରିମୀୟ 37:9 - ଓଡିଆ ବାଇବେଲ9 ସଦାପ୍ରଭୁ ଏହି କଥା କହନ୍ତି; “କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ। Gade chapit laପବିତ୍ର ବାଇବଲ9 ସଦାପ୍ରଭୁ ଏହି କଥା କହନ୍ତି, ‘କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଗ୍ଭଲିଯିବେ, ତୁମ୍ଭେମାନେ ଏହି କଥା କହି ନିଜକୁ ଭୁଲାଅ ନାହିଁ। “ବାବିଲର ସୈନ୍ୟ ନିଶ୍ଚୟ ଆମ୍ଭ ସହିତ ରହିବେ।” କାରଣ ସେମାନେ ଯିବେ ନାହିଁ। Gade chapit la |