ଯିରିମୀୟ 38:18 - ଓଡିଆ ବାଇବେଲ18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।” Gade chapit laପବିତ୍ର ବାଇବଲ18 ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦଗ୍ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’” Gade chapit la |