Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:25 - ଓଡିଆ ବାଇବେଲ

25 ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯେବେ ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

25 ଆଉ ମୁଁ ତୁମ୍ଭ ସହିତ କଥା ହୋଇଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତେବେ ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଗ୍ଭଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ’ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହାହେଲେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’

Gade chapit la Kopi




ଯିରିମୀୟ 38:25
4 Referans Kwoze  

ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।


ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।


ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋ’ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”


Swiv nou:

Piblisite


Piblisite