ଯିରିମୀୟ 39:16 - ଓଡିଆ ବାଇବେଲ16 ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’ Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ। Gade chapit laପବିତ୍ର ବାଇବଲ16 “ହେ ଯିରିମିୟ, ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତରେ ସଫଳ ହେବାର ଦେଖିବ।’ Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”