ଯିରିମୀୟ 4:14 - ଓଡିଆ ବାଇବେଲ14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ? Gade chapit laପବିତ୍ର ବାଇବଲ (Re-edited) - (BSI)14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ? Gade chapit laପବିତ୍ର ବାଇବଲ14 ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ। Gade chapit la |