Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:7 - ଓଡିଆ ବାଇବେଲ

7 ଏଥିଉତ୍ତାରେ ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

7 ଅନନ୍ତର ଦଶ ଦିନ ଅନ୍ତେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 42:7
7 Referans Kwoze  

ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ତହିଁରେ ସେ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,


ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା:


ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆ ଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


Swiv nou:

Piblisite


Piblisite