ଯିରିମୀୟ 43:4 - ଓଡିଆ ବାଇବେଲ4 ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏହିରୂପେ କାରେହର ପୁତ୍ର ଯୋହାନନ୍ ଓ ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହିରୂପେ କାରେହର ପୁତ୍ର ଯୋହାନନ୍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ। Gade chapit laପବିତ୍ର ବାଇବଲ4 ଏହିରୂପେ କାରେହର ପୁତ୍ର ଯୋହାନନ୍, ତାହାର ସେନାପତି ସକଳ ଓ ସମସ୍ତ ଲୋକ ଯିହୁଦାରେ ବାସ କରିବାକୁ ସଦାପ୍ରଭୁଙ୍କ ବାକ୍ୟରେ ଅବଧାନ କଲେ ନାହିଁ। Gade chapit la |