Biblia Todo Logo
Bib sou entènèt

- Piblisite -




ଯିରିମୀୟ 43:8 - ଓଡିଆ ବାଇବେଲ

8 ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ

8 ଅନନ୍ତର ତଫ‌‌‌ନ୍‌‌‌ହେଷରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 43:8
11 Referans Kwoze  

ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ ।


ଆହୁରି ନୋଫର ଓ ତଫନ୍‍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।


ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?


“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;


ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,


“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’


ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।


ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;


ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;


ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


Swiv nou:

Piblisite


Piblisite