Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:15 - ଓଡିଆ ବାଇବେଲ

15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍‍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍‍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

15 ସେତେବେଳେ ବହୁ ସ୍ତ୍ରୀଲୋକ ଯିହୁଦାର ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଉଥିଲେ। ସେମାନଙ୍କର ସ୍ୱାମୀମାନେ ଏହା ଜାଣିଲେ ମଧ୍ୟ ସେମାନଙ୍କୁ ନିବୃତ୍ତ କରୁ ନ ଥିଲେ। ସେମାନଙ୍କ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,

Gade chapit la Kopi




ଯିରିମୀୟ 44:15
14 Referans Kwoze  

ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।


ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ ।


ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।


ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”


ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ ?”


ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ :


ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମ-ସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।


ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।


ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;


ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍‍ଦୋଲରେ ଓ ତଫନ୍‍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,


Swiv nou:

Piblisite


Piblisite