ଯିରିମୀୟ 44:28 - ଓଡିଆ ବାଇବେଲ28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି, ଖଡ଼୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ। Gade chapit laପବିତ୍ର ବାଇବଲ28 ଖଡ଼୍ଗରୁ ରକ୍ଷା ପାଇ ଅଳ୍ପ କେତେକ ଲୋକ ମିଶରରୁ ଯିହୁଦାକୁ ଫେରିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକେ, ସେମାନେ ଜାଣିବେ କାହାର ବାକ୍ୟ ବିଶ୍ୱାସ ଯୋଗ୍ୟ, ମୋର ନା ସେମାନଙ୍କର।” Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”