ଯିରିମୀୟ 44:29 - ଓଡିଆ ବାଇବେଲ29 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।” Gade chapit laପବିତ୍ର ବାଇବଲ (Re-edited) - (BSI)29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ତ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Gade chapit laପବିତ୍ର ବାଇବଲ29 ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”