ଯିରିମୀୟ 44:4 - ଓଡିଆ ବାଇବେଲ4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।’ Gade chapit laପବିତ୍ର ବାଇବଲ (Re-edited) - (BSI)4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ। Gade chapit laପବିତ୍ର ବାଇବଲ4 ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, “ତୁମ୍ଭେମାନେ ଏହି ଘୃଣ୍ୟ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।” Gade chapit la |
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।