ଯିରିମୀୟ 44:7 - ଓଡିଆ ବାଇବେଲ7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Gade chapit laପବିତ୍ର ବାଇବଲ7 “ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ। Gade chapit la |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।