Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:24 - ଓଡିଆ ବାଇବେଲ

24 ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମିସରର କନ୍ୟା ଲଜ୍ଜିତା ହେବ; ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।”

Gade chapit la Kopi

ପବିତ୍ର ବାଇବଲ

24 ମିଶର ଲଜ୍ଜିତା ହେବ। ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେବ।”

Gade chapit la Kopi




ଯିରିମୀୟ 46:24
6 Referans Kwoze  

କାରଣ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।


ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।


ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।


“ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’”


Swiv nou:

Piblisite


Piblisite