ଯିରିମୀୟ 48:2 - ଓଡିଆ ବାଇବେଲ2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।’ Gade chapit laପବିତ୍ର ବାଇବଲ (Re-edited) - (BSI)2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନ୍ରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା।, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ଼୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ। Gade chapit laପବିତ୍ର ବାଇବଲ2 ମୋୟାବ ପୁନର୍ବାର ପ୍ରଶଂସିତ ହେବ ନାହିଁ। ହିଶ୍ବୋନ୍ରେ ଲୋକମାନେ ତାହାର ବିନାଶର ଯୋଜନା କରିବେ। ‘ଆସ, ଆମ୍ଭେମାନେ ଏହାକୁ ଧ୍ୱଂସ କରିବା ଏବଂ ଗୋଷ୍ଠୀରୁ ଏହାକୁ ସମାପ୍ତ କରିଦେବା।’ ହେ ମଦ୍ମେନା! ତୁମ୍ଭେ ମଧ୍ୟ ନୀରବ ହେବ, କାରଣ ଖଡ଼୍ଗ ତୁମ୍ଭର ପଶ୍ଚାଦ୍ଗାମୀ ହେବ। Gade chapit la |
ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”