ଯିରିମୀୟ 50:17 - ଓଡିଆ ବାଇବେଲ17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ଵରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। Gade chapit laପବିତ୍ର ବାଇବଲ17 “ଇସ୍ରାଏଲ ଛିନ୍ନଭିନ୍ନ ହୋଇଥିବା ମେଷ ସ୍ୱରୂପ ସେ ସିଂହମାନଙ୍କ ଦ୍ୱାରା ବିତାଡ଼ିତ ହୋଇଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶେଷରେ ବାବିଲର ରାଜା ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।” Gade chapit la |
ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’