ଯିରିମୀୟ 50:20 - ଓଡିଆ ବାଇବେଲ20 ସଦାପ୍ରଭୁ କହନ୍ତି, “ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ଵେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ଵେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା। Gade chapit laପବିତ୍ର ବାଇବଲ20 ସଦାପ୍ରଭୁ କହନ୍ତି, “ସେତେବେଳେ ଇସ୍ରାଏଲର ଅଧର୍ମ ଖୋଳାଯିବ, ମାତ୍ର କିଛି ମିଳିବ ନାହିଁ; ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ସେମାନେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦେବା, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଅଛୁ।” Gade chapit la |
ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”