Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:23 - ଓଡିଆ ବାଇବେଲ

23 ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି!

Gade chapit la Kopi

ପବିତ୍ର ବାଇବଲ

23 ‘ସମଗ୍ର ପୃଥିବୀରେ ବାବିଲକୁ ହାତୁଡ଼ି’ ବୋଲି ବିବେଚନା କରାଯାଉଥିଲା। ସେହି ‘ହାତୁଡ଼ି’ ଖଣ୍ଡ ଖଣ୍ଡ ହୋଇ ଭାଙ୍ଗି ଯାଇଛି ଓ ଗୋଷ୍ଠୀ ମଧ୍ୟରେ ବାବିଲ ଏକ ମରୁଭୂମି ହୋଇଅଛି।

Gade chapit la Kopi




ଯିରିମୀୟ 50:23
5 Referans Kwoze  

ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ । ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା ।


ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।


Swiv nou:

Piblisite


Piblisite