ଯିରିମୀୟ 51:37 - ଓଡିଆ ବାଇବେଲ37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶଦ୍ଦର ବିଷୟ ଓ ନିବାସୀବିହୀନ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। Gade chapit laପବିତ୍ର ବାଇବଲ37 ତା'ପରେ ବାବିଲ ଏକ ଧ୍ୱଂସ ସ୍ତୁପରେ ପରିଣତ ହେବ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହେବ। ଲୋକମାନେ ଏହା ଦେଖି ଆତଙ୍କିତ ହେବେ ଏବଂ ଯେତେବେଳେ ସେମାନେ ଏହା ଦେଖିବେ ‘ଶୀସ୍’ ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହେବ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।