ଯିରିମୀୟ 51:49 - ଓଡିଆ ବାଇବେଲ49 “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)49 ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Gade chapit laପବିତ୍ର ବାଇବଲ49 “ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି। Gade chapit la |
“ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”