ଯିରିମୀୟ 51:9 - ଓଡିଆ ବାଇବେଲ9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ତ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। Gade chapit laପବିତ୍ର ବାଇବଲ9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହୋଇପାରିଲା ନାହିଁ। ଆସ, ଆମ୍ଭେମାନେ ତାକୁ ପରିତ୍ୟାଗ କରି ଆପଣା ଆପଣା ଦେଶକୁ ଗ୍ଭଲିଯିବା। ସ୍ୱର୍ଗର ପରମେଶ୍ୱର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ। Gade chapit la |
ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।