Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:25 - ଓଡିଆ ବାଇବେଲ

25 ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକକୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।

Gade chapit la Kopi

ପବିତ୍ର ବାଇବଲ

25 ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଦାୟିତ୍ୱରେ ଥିବା ଅଧିପତିଗଣଙ୍କୁ, ନଗରର ସାତ ଜଣ ରାଜାଙ୍କର ଉପଦେଷ୍ଟାଙ୍କୁ ଦେଶର ଲୋକ ଗଣନାକାରୀ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଜଣଙ୍କୁ ବନ୍ଦୀକରି ନେଲା।

Gade chapit la Kopi




ଯିରିମୀୟ 52:25
4 Referans Kwoze  

ଆଉ ନବୂଷରଦନ୍‍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।


ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;)


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।


ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶସ୍ଥାନ ନିକଟରେ, ଶାଫନ୍‍ ଲେଖକର ପୁତ୍ର ଗମରୀୟର କୋଠରିରେ, ସେହି ନଳାକାର ପୁସ୍ତକରୁ ଯିରିମୀୟଙ୍କ କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।


Swiv nou:

Piblisite


Piblisite