ଯିରିମୀୟ 52:27 - ଓଡିଆ ବାଇବେଲ27 ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)27 ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଳାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା। Gade chapit la |
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’